ଓଡିଶା

ଗିରଫ ହୋଇପାରନ୍ତି ସାଂସଦ ଅନୁଭବ…

ସାଂସଦ ଅନୁଭବ ମହାନ୍ତିଙ୍କ ନାଁରେ ଜାରି ହେଲା ଏନବିଡବ୍ଲୁ । କଟକ ଜେଏମଏଫସି କୋର୍ଟ ପକ୍ଷରୁ ଗିରଫ ବିହୀନ ଗିରଫ ପରୱାନା ଜାରି ହୋଇଛି । ବର୍ଷା ପ୍ରିୟଦର୍ଶିନୀଙ୍କ ଅଭିଯୋଗ ଆଧାରରେ ଏହି ଏନବିଡବ୍ଲୁ ଜାରି ହୋଇଛି । ପୁରୀଘାଟ ଥାନାରେ ରୁଜୁ ମାମଲାରେ ଜାମିନ ବିହୀନ ଗିରଫ ପରୱାନା ଜାରି କରାଯାଇଛି । ଅନୁଭବଙ୍କ ନାଁରେ ଚାର୍ଜଫ୍ରେମ ହୋଇଥିଲା । ମାତ୍ର ଅନୁଭବ ହାଜର ନ ହୋଇ ବାରମ୍ବାର ସମୟ ମାଗୁଥିଲେ । ଚାର୍ଜଫ୍ରେମ ପାଇଁ […]

ଓଡିଶା ମନୋରଞ୍ଜନ

ବର୍ଷାଙ୍କୁ ଟଙ୍କା ପଠାଇଲେ ଅନୁଭବ…

କଟକ ଏସ୍‌ଡିଜେଏମ୍‌ କୋର୍ଟଙ୍କ ନିର୍ଦ୍ଦେଶକ୍ରମେ ବର୍ଷାଙ୍କ ରହଣି ବାବଦରେ ଟଙ୍କା ଦେଲେ ଅନୁଭବ ମହାନ୍ତି । କୋର୍ଟଙ୍କ ନିର୍ଦ୍ଦେଶ ମୁତାବକ ବର୍ଷାଙ୍କ ଆକାଉଣ୍ଟକୁ ୩୦ହଜାର ଟଙ୍କା ପଠାଇ କୋର୍ଟଙ୍କୁ ଜଣାଇଲେ ଅଭିନେତା ତଥା ସାଂସଦ ଅନୁଭବ ମହାନ୍ତି । ବର୍ଷାଙ୍କ ବିକଳ୍ପ ରହଣି ପାଇଁ ଅନୁଭବ ଏହି ଟଙ୍କା ଦେଇଛନ୍ତି । ପ୍ରଥମ କିସ୍ତି ଟଙ୍କା ପାଇଥିବାରୁ ଏବେ କୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ବର୍ଷାଙ୍କୁ ୨ ମାସ ମଧ୍ୟରେ ଅନୁଭବଙ୍କ ପୈତୃକ ଘର ଛାଡ଼ିବାକୁ ପଡ଼ିବ । […]