କୁମ୍ଭୀର ଆକ୍ରମଣରେ ମୃତ ନାବାଳକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ସମବେଦନା…
ବ୍ୟୁରୋ ରିପୋର୍ଟ, ୨୯/୬ : ମହାନଦୀ କୂଳରେ ଖେଳୁଥିବା ସମୟରେ ୮ ବର୍ଷର ବାଳକକୁ ଟାଣିନେଲା କୁମ୍ଭୀର । ଅନୁଗୁଳ ସାତକୋଶିଆ ଗଣ୍ଡ ନିକଟ ଟିକରପଡ଼ା ଗାଁରେ କୁମ୍ଭୀର ଆତଙ୍କ । ମୃତ ନାବାଳକ ହେଉଛନ୍ତି ସେହି ଗାଁର ସମୀର ନାୟକ । କୁମ୍ଭୀର ଟାଣିନେବା ସମୟରେ ସ୍ଥାନୀୟ ଲୋକେ ଶିଶୁକୁ କୁମ୍ଭୀର ମୁହଁରୁ ଉଦ୍ଧାର କରିଥିଲେ ମଧ୍ୟ ତାର ମୃତ୍ୟୁ ହୋଇଯାଇଛି । ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା […]