ଓଡିଶା ମନୋରଞ୍ଜନ

“ଶମ୍ଭୁ”ର ଶୁଭ ମହୁରତ ଅନୁଷ୍ଠିତ

ଭୁବନେଶ୍ବର: ଅନୁପମା ମୁଭିଜ୍ ଦ୍ୱାରା ପ୍ରସ୍ତୁତ ନୂଆ ଓଡ଼ିଆ ଚଳଚ୍ଚିତ୍ର “ଶମ୍ଭୁ”ର ଶୁଭ ମହୁରତ ଭୁବନେଶ୍ୱରସ୍ଥିତ ଏକ ତାରକା ହୋଟେଲରେ ଅନୁଷ୍ଠିତ ହୋଇଯାଇଛି । ବିଭୁତି ଜେନା ନିବେଦିତ ତଥା ମୋହନ କୁମାରଙ୍କ ପ୍ରଯୋଜନାରେ ନିର୍ମିତ ଚଳଚ୍ଚିତ୍ର “ଶମ୍ଭୁ”ର କାହାଣୀ ଅନୁପମା ଜେନା ଲେଖିଥିବା ବେଳେ ଏହାର ସଂଳାପ ଲେଖିଛନ୍ତି ଡକ୍ଟର ରଜନୀ ରଞ୍ଜନ । ଏଥିରେ ସଂଗୀତ ନିର୍ଦ୍ଦେଶନା ଦୀପକ କୁମାର ଦେଇଥିବା ବେଳେ ଚିତ୍ରନାଟ୍ୟ ଏବଂ ନିର୍ଦ୍ଦେଶନା ଭାର ସମ୍ଭାଳିଛନ୍ତି ଏସ୍ ଦିଲ୍ଲୀପ ପଣ୍ଡା […]