ଓଡିଶା

ଜେଲରୁ ବାହାରିପାରନ୍ତି ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ…

ଭୁବନେଶ୍ବର : ରାଜଧାନୀର ବହୁ ଚର୍ଚ୍ଚିତ ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗଙ୍କୁ ବଡ ଆଶ୍ବସ୍ତି । ଅର୍ଚ୍ଚନାଙ୍କୁ ଜାମିନ ପ୍ରଦାନ କରିଛନ୍ତି ହାଇକୋର୍ଟ । ବଡ଼ବଡ଼ିଆଙ୍କୁ ହନିଟ୍ରାପରେ ଫସାଇ କୋଟି କୋଟି ଟଙ୍କା ସମ୍ପତ୍ତିର ମାଲିକ ହୋଇଥିଲା ଅର୍ଚ୍ଚନା ନାଗ । ଏହି ମାମଲା ସମଗ୍ର ରାଜ୍ୟର ଏକ ଆଲୋଡ଼ନ ସୃଷ୍ଟି କରିଥିଲା । ଇଡି ମାମଲାରେ ଅର୍ଚ୍ଚନାଙ୍କୁ ହାଇକୋର୍ଟରୁ ମିଳିଲା ଜାମିନ । ପୂର୍ବରୁ ୨ଟି ମାମଲାରେ ଅର୍ଚ୍ଚନାଙ୍କୁ ଜାମିନ ମିଳି ସାରିଥିଲା । ସମସ୍ତ […]