ଓଡିଶା

ଠାକୁର ଅନୁକୂଳଚନ୍ଦ୍ରଙ୍କର ୧୩୬ତମ ଜନ୍ମ ମହୋତ୍ସବ ପାଳିତ

ଜଗତସିଂହପୁର, ୧୧/୧୨ (ରୀତା ସାହୁ) : ଜଗତସିଂହପୁର ଜିଲ୍ଲା ସତସଙ୍ଗ ବିହାର ପକ୍ଷରୁ ନବକୃଷ୍ଣ ଷ୍ଟାଡିୟମ ପରିସରରେ ଠାକୁର ଅନୁକୂଳଚନ୍ଦ୍ରଙ୍କର ୧୩୬ତମ ଜନ୍ମ ମହୋତ୍ସବ ଓ ବଡଦାଙ୍କର ଜଗତସିଂହପୁର ଆଗମନର ୫୦ ବର୍ଷ ପୂର୍ତି ସ୍ମରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଏକ ସାଂସ୍କୃତିକ ଶୋଭାଯାତ୍ରା ସହର ପରିକ୍ରମା କରିଥିଲା । ପରେ ନବକୃଷ୍ଣ ଚୌଧୁରୀ ଷ୍ଟାଡିୟମଠାରେ ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ସରକାରୀ ମୁଖ୍ୟ ସଚେତକ ପ୍ରଶାନ୍ତ କୁମାର ମୁଦୁଲି ଯୋଗ […]