ଆଜି ‘ବିଶେଷ ସମ୍ପର୍କ ଅଭିଯାନ’ରେ ଯୋଗଦେବେ ଆସାମ ମୁଖ୍ୟମନ୍ତ୍ରୀ…
ଆଜି ଓଡ଼ିଶା ଆସିବେ ଆସାମ ମୁଖ୍ୟମନ୍ତ୍ରୀ ହେମନ୍ତ ବିଶ୍ୱଶର୍ମା । ଓଡ଼ିଶାରେ ପହଞ୍ଚିବା ପରେ ଅପରାହ୍ନରେ ଭୁବନେଶ୍ୱସ୍ଥିତ ସ୍ୱସ୍ତି ପ୍ରିମିୟମ ହୋଟେଲରେ ‘ବିଶେଷ ସମ୍ପର୍କ ଅଭିଯାନ’ରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ଚଳିତ ନିର୍ବାଚନ ପ୍ରଚାରକୁ ଶାଣିତ କରିବା ସହ ରାଜ୍ୟ ବିଜେପିକୁ ଶକ୍ତି ଦେବାକୁ ଓଡ଼ିଶା ଆସୁଛନ୍ତି ହେମନ୍ତ ବିଶ୍ୱଶର୍ମା । ଏନେଇ ସମସ୍ତ ତଥ୍ୟ ଜାରି କରିଛନ୍ତି ରାଜ୍ୟ ବିଜେପି ଉପସଭାପତି ଗୋଲକ ମହାପାତ୍ର । ଏହା ପୂର୍ବରୁ ଗତ ୯ ତାରିଖରେ ଆସାମ ମୁଖ୍ୟମନ୍ତ୍ରୀ […]