ସମସ୍ତ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି…
ବଳକା ୩ ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ବିଜେଡି । କୋରେଇ, ଖଣ୍ଡପଡ଼ା ଏବଂ ନୀଳଗିରି ଆସନରେ ବିଜେଡି ପ୍ରାର୍ଥୀ ଦେଇଛି । ୩ ଆସନରେ ନୂଆ ମୁହଁକୁ ପ୍ରାର୍ଥୀ କରିଛନ୍ତି ବିଜେଡି ସୁପ୍ରିମୋ । କୋରେଇରୁ ସନ୍ଧ୍ୟାରାଣୀ ଦାସ, ନୀଳଗିରିରୁ ସୁକାନ୍ତ ନାୟକ ଏବଂ ଖଣ୍ଡପଡ଼ାରୁ ସାବିତ୍ରୀ ପ୍ରଧାନଙ୍କୁ ଦଳ ପ୍ରାର୍ଥୀ କରିଥିବା ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅପରପକ୍ଷେ ଦେବଗଡ଼ ବିଧାନସଭା ଆସନରେ ପ୍ରାର୍ଥୀ ବଦଳାଇଛି ବିଜେଡି […]