ଓଡିଶା

ବାଚସ୍ପତି ପଦରେ ଅଳଙ୍କୃତ ହେଲେ ସୁରମା…

ବିଧାନସଭାର ନୂଆ ବାଚସ୍ପତି ପଦରେ ଅଳଙ୍କୃତ ହେଲେ ରଣପୁର ବିଧାୟିକା ସୁରମା ପାଢୀ । ଆଜି ବିଧିବଦ୍ଧ ଭାବେ ସେ ବାଚସ୍ପତି ଆସନ ଗ୍ରହଣ କରିଛନ୍ତି । ଏହି ଗୁରୁଦାୟିତ୍ୱ ପାଇବା ପରେ ମୁଖ୍ୟମନ୍ତ୍ରୀଙ୍କ ସମେତ ଗୃହର ସମସ୍ତ ସଦସ୍ୟଙ୍କୁ ଧନ୍ୟବାଦ ଦେଇଛନ୍ତି ବାଚସ୍ପତି । ସୁରମା ପାଢ଼ୀ ବାଚସ୍ପତି ଭାବେ ଦାୟିତ୍ୱ ନେବା ପରେ ଗୃହରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ପ୍ରଭାତୀ ପରିଡ଼ା ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଏଥିସହ […]

ଓଡିଶା

ସୁରମା ହେବେ ବାଚସ୍ପତି !

ବିଜେପିର ବାଚସ୍ପତି ପ୍ରାର୍ଥୀ ହେଲେ ରଣପୁର ବିଧାୟିକା ତଥା ପୂର୍ବତନ ମନ୍ତ୍ରୀ ସୁରମା ପାଢ଼ୀ । ବାଚସ୍ପତି ପ୍ରାର୍ଥୀ ଭାବେ ଆଜି ସେ ନାମାଙ୍କନ ଦାଖଲ କରିଛନ୍ତି । ସୁରମା ପାଢ଼ୀ ନାମାଙ୍କନ ପତ୍ର ଦାଖଲ କରିବା ସମୟରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଦୁଇ ଉପ ମଖ୍ୟମନ୍ତ୍ରୀ କେ ଭି ସିଂହଦେଓ ଏବଂ ପ୍ରଭାତୀ ପରିଡ଼ାଙ୍କ ସମେତ ବିଜେପିର ବରିଷ୍ଠ ବିଧାୟକମାନେ ଉପସ୍ଥିତ ଥିଲେ ।  ଆଜି ବାଚସ୍ପତି ପ୍ରାର୍ଥୀ ପାଇଁ ବିଜେପିର ବିଧାୟକ ଦଳ ବୈଠକ ବସିଥିଲା । କାହାକୁ […]