ରୁଚିକା ମହାନ୍ତିଙ୍କୁ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ଓଡିଶା ବନ୍ଦ
ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତିଙ୍କୁ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ଓଡିଶା ବନ୍ଦ । ରୁଚିକାଙ୍କ ଆତ୍ମହତ୍ୟା ପାଇଁ ଦାୟୀ ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଆଜି ରାସ୍ତାକୁ ଓହ୍ଳାଇଛି ନବନିର୍ମାଣ କୃଷକ ଓ ନବନିର୍ମାଣ ଯୁବଛାତ୍ର ସଂଗଠନ । ବିଭିନ୍ନ ସ୍ଥାନରେ ଟାୟାର ଜାଳି ପିକେଟିଂ କରି ରାସ୍ତାରୋକ୍ କରାଯାଉଛି । ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ପାଳନ ଡାକରା ଦିଆଯାଇଛି । ଏହି ସମୟରେ ଶାନ୍ତିପୂର୍ଣ୍ଣ ଭାବେ ଆନ୍ଦୋଳନ କରାଯିବ । ବନ୍ଦ ପାଳନ ସମୟରେ […]