ଓଡିଶା

କୃଷ୍ଣଚନ୍ଦ୍ର ପିପିଲି ମହାବିଦ୍ୟାଳୟରେ ଆୟୋଜିତ ହେଲା ମେଗା ସ୍ୱାସ୍ଥ୍ୟ ଶିବିର

ବାଲିଆପାଳ, ୩୦/୧୧ (ଚନ୍ଦନ ଅଣ୍ଡିଆ) : ବାଲେଶ୍ୱର ଜିଲ୍ଲା ବାଲିଆପାଳ ବ୍ଲକ ଅନ୍ତର୍ଗତ ଜଗାଇସ୍ଥିତ କୃଷ୍ଣଚନ୍ଦ୍ର ପିପିଲି ମହାବିଦ୍ୟାଳୟରେ ଯୁବ ବିକାଶ କାର୍ଯ୍ୟକ୍ରମ ଜରିଆରେ ଏକ ମେଗା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ମହାବିଦ୍ୟାଳୟର ଅଧ୍ୟକ୍ଷା ଡ. ହରପ୍ରିୟା ଦାଶ ଉପସ୍ଥିତ ରହି ସ୍ୱାସ୍ଥ୍ୟ ଶିବିରକୁ ଉଦଘାଟନ କରିଥିଲେ । ଆୟୋଜିତ ଶିବିରରେ ଡାକ୍ତର ପ୍ରମୋଦ କୁମାର ଦାସ ଓ ଡାକ୍ତର ଦିବାକର ଦେହୁରୀ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ସ୍ୱାସ୍ଥ୍ୟର ଉପଯୁକ୍ତନ୍ତ୍ ନେବା ସମ୍ପର୍କରେ […]