ଓଡିଶା

ମୁଖ୍ୟମନ୍ତ୍ରୀଙ୍କ ଜନ୍ମ ଦିବସ ଅବସରରେ ମେଗା ରକ୍ତଦାନ ଶିବିର ଆୟୋଜିତ…

ବାଲିଆପାଳ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟଙ୍କ ଜନ୍ମ ଦିବସ ଅବସରରେ ଏକ ମେଗା ରକ୍ତ ଦାନ ଶିବିର ବାଲେଶ୍ୱର ଜିଲ୍ଲା ବାଲିଆପାଳ ବ୍ଲକରେ ଥିବା ଶାରୀରିକ ମହା ବିଦ୍ୟାଳରେ ଅନୁଷ୍ଠିତ ହୋଇଯାଇଛି । ପ୍ରତ୍ୟେକ ଜୀବନ ମୂଲ୍ୟବାନ, ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ କ୍ରମେ ବାଲିଆପାଳ ବ୍ଲକ୍ ବିଜୁ ଜନତା ଦଳ ତରଫରୁ ଜୀବନ ବିନ୍ଦୁ ଏବଂ ଓଡ଼ିଶା-ମୋ ପରିବାରର ମିଳିତ ଆନୁକୂଲ୍ୟରେ ବାଲିଆପାଳ ଶାରୀରିକ ମହାବିଦ୍ୟାଳୟରେ ଆୟୋଜିତ ସ୍ବେଚ୍ଛାକୃତ ବିଶାଳ ରକ୍ତଦାନ ଶିବିରରେ ବସ୍ତା […]

ଓଡିଶା

ସଂଗଠିତ ହୋଇ କାର୍ଯ୍ୟ କରିବାକୁ ଆହ୍ବାନ ଦେଲେ ବିଜେଡି ନେତା…

ବାଲିଆପାଳ : ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ଶୁଭାରମ୍ଭ ହୋଇଛି ବିଜେଡିର ଜନସମ୍ପର୍କ ପଦଯାତ୍ରା । ତୁଣମୂଳ ସ୍ତରରେ ଲୋକଙ୍କ ନିକଟତର ହୋଇ ଦଳର ସାମାଜିକ କାର୍ଯ୍ୟକ୍ରମକୁ ଆହୁରି ବ୍ୟାପକ କରିବାକୁ ଲକ୍ଷ୍ୟ ନେଇ ଜାତିର ପିତା ମାହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ଅବସରରେ ବିଜୁ ଜନତା ଦଳ ପକ୍ଷରୁ ବାଲେଶ୍ୱର ଜିଲ୍ଲା ବାଲିଆପାଳ ବ୍ଲକ ବୋଂଳ ଗ୍ରାମ ପଞ୍ଚାୟତରେ ଜନସଂର୍ପକ ପଦ ଯାତ୍ରାର ଶୁଭରାମ୍ଭ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ବସ୍ତା ବିଧାୟକ ନିତ୍ୟାନନ୍ଦ ସାହୁ, […]