ଓଡିଶା

କାଲି ଟ୍ରାକରେ ଗଡିବ ବନ୍ଦେ ଭାରତ ଏକ୍ସପ୍ରେସ୍

ପୁରୀ : ଆସନ୍ତାକାଲିଠାରୁ ଅର୍ଥାତ୍ ଚଳିତ ମେ ମାସ ୧୮ରୁ ପୁରୀରୁ ହାୱଡା ଅଭିମୁଖେ ଗଡ଼ିବ ବହୁ ପ୍ରତୀକ୍ଷିତ ବନ୍ଦେ ଭାରତ ଏକ୍ସପ୍ରେସ୍ । ଭର୍ଚୁଆଲ ମୋଡରେ ଏହି ସେମି ହାଇସ୍ପିଡ୍ ଟ୍ରେନର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସେଥିଲାଗି ପୁରୀ ରେଳ ଷ୍ଟେସନ ସମ୍ପୂର୍ଣ୍ଣ ପ୍ରସ୍ତୁତ ହୋଇଛି । ରେଳ ଟ୍ରାକକୁ ରଙ୍ଗ କରାଯାଉଛି । ବନ୍ଦେ ଭାରତ ଶୁଭାରମ୍ଭ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସମେତ ଓଡ଼ିଶାର […]