ଜାନୁଆରୀ ୧୫ରୁ ଦୁଲୁକିବ ବିଶ୍ୱର ସବୁଠୁ ବଡ ମୁକ୍ତାକାଶ ରଙ୍ଗମଂଚ…
ବରଗଡ, ୨୩/୧୧ : ଜାନୁଆରୀ ୧୫ରୁ ଦୁଲୁକିବ ବିଶ୍ୱର ସବୁଠୁ ବଡ ମୁକ୍ତାକାଶ ରଙ୍ଗମଂଚ । ଦୀର୍ଘ ୧୧ ଦିନ ଧରି ବରଗଡରେ ଚାଲିବ ମହାରାଜ କଂସଙ୍କ ରାଜୁତି । ବରଗଡ ସହର ପାଲଟିବ ମଥୁରା ନଗରୀ ଓ ଅମ୍ବାପାଲି ପାଲଟିବ ଗୋପପୁର । ଜାନୁୟାରୀ ୨୫ ପର୍ଯ୍ୟନ୍ତ ଏହା ଚାଲିବ ବୋଲି ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଧନୁଯାତ୍ରା ମହୋତ୍ସବ ସମିତିର ସାଧାରଣ ପରିଷଦ ବୈଠକରେ ସମିତିର ସଭାପତି ତଥା ଜିଲାପାଳ […]