ଶପଥ ନେଲେ ବର୍ଷା…
ପଦ୍ମପୁରର ନୂଆ ବିଧାୟିକା ଭାବେ ଶପଥ ନେଲେ ବର୍ଷା ସିଂ ବରିହା । ଆଜି ବାଚସ୍ପତିଙ୍କ ପ୍ରକୋଷ୍ଠରେ ସେ ଶପଥ ନେଇଛନ୍ତି । ବାଚସ୍ପତି ବିକ୍ରମ କେଶରୀ ଆରୁଖ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ବର୍ଷାଙ୍କ ଶପଥ ଗ୍ରହଣ ସାମରୋହରେ ସରକାରୀ ଦଳର ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲି, ବିଧାୟକ ପ୍ରଫୁଲ୍ଲ ସାମଲ, ବିଧାୟକ ସୁଶାନ୍ତ ସିଂ, ମନ୍ତ୍ରୀ ଟୁକୁନି ସାହୁ, ରୀତା ସାହୁ ଓ ସ୍ନେହାଙ୍ଗିନୀ ଛୁରିଆ ପ୍ରମୁଖ ଉପସ୍ଥିତି ଥିଲେ […]