ଓଡିଶା

ଓଡ଼ିଶାର ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବସନ୍ତ କୁମାର ବିଶ୍ବାଳଙ୍କ ବିଂଶତମ ଶ୍ରାଦ୍ଧ ବାର୍ଷିକ ପାଳିତ

ଜଗତସିଂହପୁର : ଜଗତସିଂହପୁର ଜିଲ୍ଲା କଂଗ୍ରେସ ଓ ବସନ୍ତ କୁମାର ବିଶ୍ବାଳ ସ୍ମୃତି କମିଟି ପକ୍ଷରୁ ଓଡ଼ିଶାର ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବସନ୍ତ କୁମାର ବିଶ୍ବାଳଙ୍କ ବିଂଶତମ ଶ୍ରାଦ୍ଧ ବାର୍ଷିକ ପାଳିତ ହୋଇଯାଇଛି । ସଭାପତି ରବିନ୍ଦ୍ର ନାଥ ମହାନ୍ତିଙ୍କ ନେତୃତ୍ୱରେ ଜିଲ୍ଲା ସଭାପତି ନଟବର ବାରିକ, ପୂର୍ବତନ ପୌରାଧ୍ୟକ୍ଷ ବିପ୍ଳବ ଚୌଧୁରୀ, ଯୁବ ନେତା ପ୍ରଶାନ୍ତ କୁମାର ମଲ୍ଲିକ, ବରିଷ୍ଠ କଂଗ୍ରେସ ନେତା ସର୍ବେଶ୍ୱର ପଣ୍ଡା ପ୍ରମୁଖ ଯୋଗ ଦେଇ କଲେଜ ଛକ ନିକଟସ୍ଥ ଗଣେଶ […]