ଓଡିଶା

ପୁଣି ଲଘୁଚାପ…

ବଙ୍ଗୋପସାଗରରେ ସୃଷ୍ଟ ଆଉ ଏକ ଲଘୁଚାପ କ୍ଷେତ୍ର କ୍ରମଶଃ ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗକୁ ଗତିକରି ଦୁଇଦିନ ଭିତରେ ଝାଡଖଣ୍ଡ ଓ ପଶ୍ଚିମବଙ୍ଗ ଅଞ୍ଚଳରେ ପହଞ୍ଚିବ । ଏହା ସମୁଦ୍ର ପତନଠାରୁ ୭.୬ କିଲୋମିଟର ଉପରେ ରହିଛି । ଏହାର ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍‌ ଯୋଗେ ସୂଚନା ଦିଆଯାଇଛି । ଉତ୍ତର ବଙ୍ଗୋପସାଗରରେ ଏ ମାସରେ ତୃତୀୟ ଲଘୁଚାପ […]

ଓଡିଶା ଦେଶ ବିଦେଶ

ସେପଟେ ବାତ୍ୟା ଏପଟେ ଅସହ୍ୟ ତାତି । ଦିଗ ବଦଳାଉଛି ବାତ୍ୟା ‘ମୋଚା’

ବଙ୍ଗୋପସାଗରରେ ସକ୍ରିୟ ଅବପାତ ସନ୍ଧ୍ୟା ସୁଦ୍ଧା ଗଭୀର ଅବପାତରେ ପରିଣତ ହୋଇ ବାତ୍ୟା ରୂପ ନେଇପାରେ । କ୍ରମଶଃ ଏହା ଘନୀଭୂତ ହୋଇ ୧୧ ତାରିଖ ସକାଳ ସୁଦ୍ଧା ଭୀଷଣ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି । ଏହାପରେ ୧୧ ତାରିଖ ମଧ୍ୟରାତ୍ର ସୁଦ୍ଧା ଅତି ଭୀଷଣ ବାତ୍ୟା ରୂପ ନେଇପାରେ । ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ୧୨ ତାରିଖ ଆଡକୁ ବାତ୍ୟା ଦିଗ ବଦଳାଇ ଉତ୍ତର ଓ […]