ଫାଣ୍ଡିରୁ ଥାନା ହେଲା ବେଗୁନିଆପଡା, ଭର୍ଚୁଆଲ ମୋଡ଼ରେ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ
ବେଗୁନିଆପଡା (ବାପୁନି କୁମାର ମାଲୁ): ରାଜ୍ୟରେ କାର୍ଯ୍ୟକ୍ଷମ ହେଲା ୨୯ଟି ନୂଆ ଥାନା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ମାଧ୍ୟମରେ ୨୧ଟି ଜିଲ୍ଲାରେ ୨୯ଟି ନୂଆ ଥାନାର ଲୋକାର୍ପଣ କରିଛନ୍ତି । ନୂଆ ଥାନା ସହ ରାଜ୍ୟରେ ମୋଟ ଥାନା ସଂଖ୍ୟା ୭୦୮କୁ ବୃଦ୍ଧି ପାଇଛି । ଏଥିରେ ମେରାଇନ୍ ଓ ଏନର୍ଜି ଥାନା ମଧ୍ୟ ସାମିଲ ଅଛି । ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜିଲ୍ଲା ବେଗୁନିଆପଡା ଥାନା ଉଦଘାଟିତ ହୋଇଯାଇଛି । 1993 […]