ଓଡିଶା

ଗିରଫ ହେଲେ ବିଧାୟକ ପ୍ରାର୍ଥୀ ଶିବଶଙ୍କର…

ଗିରଫ ହେଲେ ବିଧାୟକ ପ୍ରାର୍ଥୀ ଶିବଶଙ୍କର ଦାସ । ବ୍ରହ୍ମପୁରର ବିଜେପି ଲୋକସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ ଘଟଣାରେ ପୋଲିସ ସ୍ୱାଧୀନ ବିଧାୟକ ପ୍ରାର୍ଥୀ ଶିବଶଙ୍କର ଦାସଙ୍କୁ ଗିରଫ କରିଛି । କୋର୍ଟରେ ଜାମିନ ନାମଞ୍ଜୁର ହେବାରୁ ପୋଲିସ ତାଙ୍କୁ ଜେଲକୁ ପଠାଇ ଦେଇଛି । ସ୍ୱାଧୀନ ବିଧାୟକ ପ୍ରାର୍ଥୀ ଶିବଶଙ୍କର ଦାସ ଓରଫ୍ ପିଣ୍ଟୁଙ୍କ ବିରୋଧରେ ପୋଲିସ ହତ୍ୟା ଉଦ୍ୟମ ଦଫା ଲଗାଇ ମାମଲା ରୁଜୁ କରିଛି । ଗତ ସୋମବାର ପ୍ରଥମ ପର୍ଯ୍ୟାୟ ଭୋଟିଂ […]