କଥା ଦେଇ କଥା ରଖିଲେ ବ୍ରହ୍ମପୁର ସାଂସଦ
ଗଜପତି : କଥା ଦେଇ କଥା ରଖିଲେ ବ୍ରହ୍ମପୁର ସାଂସଦ ଚନ୍ଦ୍ର ଶେଖର ସାହୁ । ଗତ ଫେବୃଆରୀ ୨୮ ତାରିଖରେ ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିରେ ଥିବା ମହାରାଜାଙ୍କ ବାଳିକା ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ବ୍ରହ୍ମପୁର ସାଂସଦ । ଏହି ଅବସରରେ ସେ ବିଦ୍ୟାଳର ଛାତ୍ରୀଙ୍କ ଲାଗି ଟେବୁଲ ଚେୟାର ଯୋଗାଇ ଦେବା ଲାଗି ପ୍ରତିଶ୍ରୁତି ଦେଇଥିଲେ । ଆଉ ଶେଷରେ ସାଂସଦ ମହୋଦୟ ନିଜ […]