୭୫ ବର୍ଷରେ ପାଦ ଥାପିଲା ରାଜଧାନୀ
ରାଜଧାନୀ ଭୁବନେଶ୍ୱରକୁ ପୁରିଲା ୭୫ ବର୍ଷ । ଏଥିପାଇଁ ଉତ୍ସବ ମୁଖର ପୁରା ସହର । ଆଜିଠାରୁ ୧୫ ତାରିଖ ପର୍ଯ୍ୟନ୍ତ ତିନି ଦିନ ଧରି ପାଳିତ ହେବ ରାଜଧାନୀ ପ୍ରତିଷ୍ଠା ଦିବସ ସମାରୋହ । ଭୁବନେଶ୍ୱର ମହାନଗର ନିଗମ ଏବଂ ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ କମିଟିର ମିଳିତ ଆନୁକୂଲରେ ଏହି ଉତ୍ସବ ଆୟୋଜନ କରାଯାଉଛି । ରାଜଧାନୀର ପ୍ଲାଟିନମ ଜୁବଲି ପାଳନ ପାଇଁ ସମସ୍ତ ପ୍ରସ୍ତୁତି ସରିଛି । ୧୯୪୮ ମସିହା ଏପ୍ରିଲ ୧୩ ତାରିଖରେ […]