ଓଡିଶା

ମାତ୍ର ୧୦ ହଜାର ଟଙ୍କା ଖର୍ଚ୍ଚ କରି ବିମାନରେ ଯିବେ ଭୁବନେଶ୍ବରୁ ଦୁବାଇ

ଭୁବନେଶ୍ବରରୁ ଦୁବାଇ ଯିବାକୁ ହେଲେ ଆଉ ହଇରାଣ ହେବାକୁ ପଡିବନି । କାରଣ ଡାଇରେକ୍ଟ ଭୁବନେଶ୍ୱରରୁ ଦୁବାଇକୁ ଉଡ଼ିବ ବିମାନ । ଏଥିପାଇଁ ସବୁ ପ୍ରସ୍ତୁତି ଶେଷ ହୋଇଛି । ଆଜି ସନ୍ଧ୍ୟା ୬ଟା ୩୦ରେ ଭୁବନେଶ୍ୱରରୁ ଦୁବାଇକୁ ବିମାନ ସେବା ଆରମ୍ଭ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଶୁଭାରମ୍ଭ କରିବେ । ଇଣ୍ଡିଗୋ ବିମାନ ସେବା କମ୍ପାନୀ ପକ୍ଷରୁ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରୁ ଦୁବାଇ ବିମାନ ବନ୍ଦରକୁ ସିଧାସଳଖ […]