ଓଡିଶା

ଗଜପତିରେ ଜିଲ୍ଲାସ୍ତରୀୟ ବିକାଶ ମେଳା ଉଦଯାପିତ…

ଗଜପତି, (ଏଫ୍ଟୁଏସ୍ / ବିବେକାନନ୍ଦ ବେହେରା) : ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡିସ୍ଥିତ ଗଜପତି ଷ୍ଟାଡିୟମଠାରେ ତିନି ଦିନ ଧରି ଚାଲିଥିବା ଜିଲ୍ଲାସ୍ତରୀୟ ବିକାଶ ମେଳା ଉଦଯାପିତ ହୋଇଯାଇଅଛି । ରାଜ୍ୟ ସରକାରଙ୍କ ଶହେ ଦିନ ପୂରଣ ମଧ୍ୟରେ ଆରମ୍ଭ ହୋଇଥିବା ବିଭିନ୍ନ ଲୋକାଭିମୁଖୀ ଯୋଜନା ଗୁଡ଼ିକର ସୂଚନା-ଶିକ୍ଷା-ସଞ୍ଚାର କାର୍ଯ୍ୟକ୍ରମ ମାଧ୍ୟମରେ ଜନ ସାଧାରଣଙ୍କୁ ସଚେତନତା ସୃଷ୍ଟି ପାଇଁ ବିକାଶ ମେଳା କାର୍ଯ୍ୟକ୍ରମ ଚାଲିଥିଲା । ଏହାର ଉଦ୍ଧେଶ୍ୟ ସରକାରଙ୍କ ସମସ୍ତ ଯୋଜନା ଜନସାଧାରଣଙ୍କ ନିକଟରେ ପହଞ୍ଚାଇବା […]