ଦେଶ ବିଦେଶ

ଆରପାରିରେ ବରିଷ୍ଠ ସାମ୍ବାଦିକ ବିନୋଦ ଦୁଆ

ଦେଶର ବରିଷ୍ଠ ସାମ୍ବାଦିକ ବିନୋଦ ଦୁଆଙ୍କର ୬୭ ବର୍ଷ ବୟସରେ ଦେହାନ୍ତ ହୋଇଯାଇଛି । ଦିଲ୍ଲୀର ଆପୋଲୋ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ତାଙ୍କ ପରିବାର ସୂତ୍ରରୁ ପ୍ରକାଶ ଯେ ଆଜି ଦିନ ପ୍ରାୟ ୪.୩୦ ସମୟରେ ତାଙ୍କର ମୃତ୍ୟୁ ହୋଇଥିଲା । ଯକୃତ ସଂକ୍ରମଣ ହେତୁ ସେ ପରମାନନ୍ଦ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ତେବେ ଗତ ୫ ଦିନ ଧରି ତାଙ୍କୁ ଆପୋଲୋ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଥିଲା । […]