ଦେଶ ବିଦେଶ

ବାୟୁସେନା ହେଲିକପ୍ଟର କ୍ରାଶ ଘଟଣାରେ ମୃତ୍ୟୁସଂଖ୍ୟା ୧୩କୁ ବୃଦ୍ଧି, ସଙ୍କଟରେ ସିଡିଏସ୍ ଜେନେରାଲ

ବାୟୁସେନାର ହେଲିକପ୍ଟର କ୍ରାଶ ଘଟଣାରେ ମୃତ୍ୟୁସଂଖ୍ୟା ୧୩କୁ ବୃଦ୍ଧି । ହେଲିକପ୍ଟରରେ ସିଡିଏସ୍‌ ଜେନେରାଲ ବିପନ ରାୱତ ଓ ତାଙ୍କ ପତ୍ନୀ ମଧୁଲିକାଙ୍କ ସମେତ ୧୪ ଜଣ ରହିଥିବା ସୂଚନା । ତେବେ ସିଡିଏସଙ୍କ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ସେନା କିମ୍ବା ପ୍ରଶାସନ ପକ୍ଷରୁ ଏଯାଏଁ କୌଣସି ବିସ୍ତୃତି ମିଳିପାରି ନାହିଁ । ଆସନ୍ତାକାଲି ସଂସଦରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ତଥ୍ୟ ଉପସ୍ଥାପନ କରିବେ । ଆଜି ସନ୍ଧ୍ୟା ୬.୩୦ରେ ସୁରକ୍ଷା ସମ୍ପର୍କିତ କ୍ୟାବିନେଟ ବୈଠକ ବସିବ […]