ବିରିଡି ବ୍ଲକରେ ପଂଚାୟତ ସମିତି ବୈଠକ ଅନୁଷ୍ଠିତ…
ଜଗତସିଂହପୁର, (ଏଫ୍ଟୁଏସ୍ /ରୀତା ସାହୁ) : ସାଧାରଣ ନିର୍ବାଚନ ପରେ ଜଗତସିଂହପୁର ଜିଲ୍ଲା ବିରିଡି ବ୍ଲକରେ ପ୍ରଥମ ପଂଚାୟତ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି । ବ୍ଲକ ଅଧ୍ୟକ୍ଷା ମମତା ପାତ୍ରଙ୍କ ସଭାପତିତ୍ୱରେ ଆୟୋଜିତ ଏହି ବୈଠକରେ ମୁଖ୍ୟ ଅତିଥି ଭାବରେ ଜଗତସିଂହପୁର ସାଂସଦ ବିଭୁ ପ୍ରସାଦ ତରାଇ, ତିର୍ତ୍ତୋଲ ବିଧାୟକ ଡ଼ଃ ରମାକାନ୍ତ ଭୋଇ, ବିଡିଓ ବିଜୟ କୁମାର ବେହେରା, ଉପାଧ୍ୟକ୍ଷା ପିନାକୀ ପ୍ରିୟଦର୍ଶିନୀ, ଜୋନ ଦୁଇର ଜିଲ୍ଲା ପରିଷଦ ସଭ୍ୟ ଚନ୍ଦ୍ର ଶେଖର ଦାଶ, […]