ଓଡିଶା

ଜନ୍ମାଷ୍ଟମୀ ଉପଲକ୍ଷେ ବିଶ୍ୱ ହିନ୍ଦୁ ପରିଷଦ ସ୍ଥାପନା ଦିବସ ପାଳିତ…

ଗଜପତି, (ଏଫ୍ଟୁଏସ୍/ ବିବେକାନନ୍ଦ ବେହେରା) : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିସ୍ଥିତ ବଡ଼ ରାଧାକାନ୍ତ ମଠରେ ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ପବିତ୍ର ଶ୍ରୀ କୃଷ୍ଣ ଜନ୍ମାଷ୍ଟମୀ ମହୋତ୍ସବ ଓ ବିଶ୍ୱ ହିନ୍ଦୁ ପରିଷଦର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । ବିଶ୍ୱ ହିନ୍ଦୁ ପରିଷଦର ନଗର ସଭାପତି କୈଳାସ ପଟ୍ଟନାୟକଙ୍କ ସଭାପତିତ୍ୱରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଶ୍ୱ ହିନ୍ଦୁ ପରିଷଦର ନଗର ସଭାପତି କୈଳାସ ପଟ୍ଟନାୟକ, ବିଶ୍ୱ ହିନ୍ଦୁ ପରିଷଦର କାର୍ଯ୍ୟକାରିଣୀ […]

ଓଡିଶା

ଗଜପତିରେ ଜୋର ଧରିଲା ରୋହିଙ୍ଗିଆଙ୍କୁ ଗଜପତିରୁ ବାହାର କର ଦାବି…

ଗଜପତି (ଏଫ୍ଟୁଏସ୍ / ବିବେକାନନ୍ଦ ବେହେରା) : ବାଂଲାଦେଶରେ ହିନ୍ଦୁଙ୍କ ହତ୍ୟା ବନ୍ଦ କର ଏବଂ ରୋହିଙ୍ଗିଆଙ୍କୁ ଗଜପତି ଜିଲ୍ଲାରୁ ବାହାର କର ପ୍ରତିବାଦରେ ଶାନ୍ତିପୂର୍ଣ୍ଣ ଧାରଣା । ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିସ୍ଥିତ ଜଗନ୍ନାଥ ମନ୍ଦିରରୁ ବିଶ୍ୱ ହିନ୍ଦୁ ପରିଷଦ ଓ ବଜରଙ୍ଗ ଦଳ ପକ୍ଷରୁ ଏକ ଶୋଭାଯାତ୍ରାରେ ବାହାରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପହଞ୍ଚି ଜିଲ୍ଲାପାଳଙ୍କ ଉଦ୍ଦେଶ୍ୟରେ ଉପ-ଜିଲ୍ଲାପାଳ ଶ୍ରୀ ପ୍ରାଣକୃଷ୍ଣ ପାଣିଗ୍ରାହୀଙ୍କୁ ଏକ ସ୍ମାରକପତ୍ର  ପ୍ରଦାନ କରାଯାଇଛି । ଗତ କିଛି ଦିନ […]