ବିଜେଡି ସରକାରଙ୍କ ଜନ କଲ୍ୟାଣକାରୀ ଯୋଜନା ଦଳକୁ ୨୭ ବର୍ଷରେ ପହଞ୍ଚାଇଛି…
ଜଗତସିଂହପୁର, ୨୬/୧୨ (ରୀତା ସାହୁ) : ଜଗତସିଂହପୁର ଜିଲ୍ଲା ବିଜୁ ଜନତା ଦଳ ପକ୍ଷରୁ ବିଜୁ ଜନତା ଦଳର ୨୭ ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । ସ୍ଥାନୀୟ ଶାରଦା ମଣ୍ଡପ ଠାରେ ଜଗତସିଂହପୁର ନିର୍ବାଚନ ମଣ୍ଡଳୀ ପକ୍ଷରୁ ଆୟୋଜିତ ଉତ୍ସବରେ ସରକାରୀ ମୁଖ୍ୟ ସଚେତକ ତଥା ଜଗତସିଂହପୁର ବିଧାୟକ ପ୍ରଶାନ୍ତ ମୁଦୁଲିଙ୍କ ସମେତ ଜଗତସିଂହପୁର ଓ ନାଉଗାଁ ବ୍ଲକର ସରପଞ୍ଚ, ସମିତି ସଭ୍ୟ ଓ ବହୁ ସଂଖ୍ୟାରେ ବିଜେଡି କର୍ମୀମାନେ ଉପସ୍ଥିତ ରହିଥିଲେ । […]