ଓଡିଶା

ଜଗତସିଂହପୁରରେ ସଂଗଠିତ ହେଉଛନ୍ତି ବିଜେଡି ମହିଳା ଗୋଷ୍ଠୀ…

ଜଗତସିଂହପୁର : ଜଗତସିଂହପୁର ଜିଲ୍ଲା ବିଜୁ ମହିଳା ଜନତା ଦଳ ପକ୍ଷରୁ ସ୍ଥାନୀୟ ଶାରଦା ମଣ୍ଡପରେ ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ବିଜୁ ମହିଳା ଜନତା ଦଳର ସଭାନେତ୍ରୀ ସବିତା ମହାପାତ୍ରଙ୍କ ସଭାପତିତ୍ୱରେ ଆୟୋଜିତ ଏହି ମହିଳା କାର୍ଯ୍ୟକାରିଣୀ ବୈଠକରେ ଅତାବିରା ବିଧାୟିକା ତଥା ରାଜ୍ୟ ବିଜୁ ମହିଳା ଜନତା ଦଳର ସଭାନେତ୍ରୀ ସ୍ନେହାଙ୍ଗିନୀ ଛୁରିଆ, ଜଗତସିଂହପୁର ସାଂସଦ ଡାକ୍ତର ରାଜଶ୍ରୀ ମଲ୍ଲିକ, ଜିଲ୍ଲା ପର୍ଯ୍ୟବେକ୍ଷକ ତଥା ନୟାଗଡ଼ ବିଧାୟକ ଅରୁଣ ସାହୁ, […]