ଓଡିଶା

ଗଜପତି ଜିଲ୍ଲା କଂଗ୍ରେସ ସଭାପତି ଉନ୍ମୋଚିତ କଲେ ଗ୍ୟାରେଣ୍ଟି ଇସ୍ତାହାର…

ଗଜପତି : ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡିସ୍ଥିତ ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟରେ ଜିଲ୍ଲା ସଭାପତି ତଥା ମହୋନା ବିଧାୟକ ଶ୍ରୀଯୁକ୍ତ ଦାସରଥି ଗମାଙ୍ଗଙ୍କ ଅଧ୍ୟକ୍ଷତାରେ ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀଯୁକ୍ତ ଶରତ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ, ଆଗକୁ ହେବାକୁ ଥିବା ୨୦୨୪ ସାଧାରଣ ନିର୍ବାଚନକୁ ଆଖି ଆଗରେ ରଖି ରାଜ୍ୟ କଂଗ୍ରେସ ନିଜର ନିର୍ବାଚନୀ ଇସ୍ତାହାର ଉନ୍ମୋଚିତ କରିଛି । ଏହି ଅବସରରେ ପୂର୍ବତନ ଜିଲ୍ଲା ସଭାପତି ବିଭୁତି ଭୁଷଣ ପାତ୍ର, ସମ୍ପାଦକ ଅଭିମନ୍ୟୁ ପଣ୍ଡା, ଇଶ୍ଵର […]