ଓଡିଶା

ଟିଟ୍ରାପଙ୍ଗାରେ ସ୍ଵେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ…

କନ୍ଧମାଳ, (ଏଫ୍ ଟୁ ଏସ୍) : କନ୍ଧମାଳ ଜିଲ୍ଲା ଖଜୁରୀପଡ଼ା ବ୍ଲକ୍ ଅନ୍ତର୍ଗତ ଟିଟ୍ରାପଙ୍ଗା ପଞ୍ଚାୟତରେ ଗାଁ କଲ୍ୟାଣ ସମିତି ଏବଂ ସମ୍ବାଦ ଓ ପଞ୍ଚାୟତର ମିଳିତ ଆନୁକୂଲ୍ୟରେ ସ୍ଵେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି l ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଖଜୁରୀପଡ଼ା ବ୍ଲକ୍ ଅଧ୍ୟକ୍ଷା ଅନିମା କହଁର ଯୋଗ ଦେଇଥିଲେ l ଆୟୋଜିତ ଶିବିରରେ ସମ୍ମାନିତ ଅତିଥି ଭାବେ ଖଜୁରୀପଡ଼ା ଥାନା ଅଧିକାରୀ ଚାପଧାରୀ ପ୍ରଧାନଙ୍କ ସମେତ ପଞ୍ଚାୟତର ସରପଞ୍ଚ ସଞ୍ଜୀବ ଲୋଚନ […]

ଓଡିଶା

ବିଜେଡିର ୨୭ ତମ ପ୍ରତିଷ୍ଠା ଦିବସରେ ବିଶାଳ ରକ୍ତଦାନ ଶିବିର…

ଜଗତସିଂହପୁର, ୨୬/୧୨ (ରୀତା ସାହୁ) : ବିଜେଡିର ୨୭ ତମ ପ୍ରତିଷ୍ଠା ଦିବସ ଅବସରରେ ପାରାଦ୍ୱୀପ ନଗର ବିଜେଡି ତରଫରୁ ବିଜୁ ମେମୋରିଆଲ ଟ୍ରଷ୍ଟ ପରିସରରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ସ୍ୱେଛାକୃତ ରକ୍ତଦାନ ଶିବିରରେ ୨୦୦ ୟୁନିଟ ରକ୍ତ ସଂଗ୍ରହ କରାଯିବାକୁ ଲକ୍ଷ୍ୟ ରଖାଯାଇଥିବା ନେଇ କହିଛନ୍ତି ପାରାଦ୍ୱୀପ ନଗର ବିଜେଡି ସଭାପତି ତଥା ପୌରାଧ୍ୟକ୍ଷ ବସନ୍ତ କୁମାର ବିଶ୍ୱାଳ । ବିଜୁ ଜନତା ଦଳ ଓଡିଶାର ବୃହତ ଆଞ୍ଚଳିକ ରାଜନୈତିକ […]

ଓଡିଶା

କଂଟାମାଳ ବ୍ଲକ୍ ଯାମୁମାଳଠାରେ ରକ୍ତଦାନ ଶିବିର ଅନୁଷ୍ଠିତ…

ବୌଦ୍ଧ, ୪/୧୨ (ନି.ପ୍ର.) : ବୌଦ୍ଧ ଜିଲ୍ଲା କଂଟାମାଳ ବ୍ଲକ୍ ଶିମିଳିପଦର ପଂଚାୟତ ଅନ୍ତର୍ଗତ ଯାମୁମାଳ ପ୍ରାଥମିକ ବିଦ୍ୟାଳୟ ପରିସରରେ ରକ୍ତଦାନ ଶିବିର ଅନୁଷ୍ଠିତ ହେଇଯାଇଛି । ଅଂଚଳର ଯୁବ ସଂଗଠନର ଉଦ୍ୟମକ୍ରମେ ଅନୁଷ୍ଠିତ ଶିବିରରେ ମୋଟ ୭୨ ୟୁନିଟ ରକ୍ତ ସଂଗୃହୀତ ହୋଇଥିଲା । ଏହି ଶିବିରରେ ମୁଖ୍ୟ ଅତିଥି ଭାବେ ଶ୍ରୀକାନ୍ତ ମିଶ୍ର ଯୋଗ ଦେଇଥିବା ବେଳେ ଶିମିଳିପଦର ପଂଚାୟତର ପୂର୍ବତନ ସରପଂଚ ପ୍ରଫୁଲ୍ଲ ପ୍ରଧାନ, ଓମ୍ ପ୍ରକାଶ ମିଶ୍ର, ଅନିଲ କୁମାର ପ୍ରଧାନ […]

ଓଡିଶା

ରାଣୀ ମା’ଙ୍କ ଜନ୍ମ ଦିବସ ଉପଲକ୍ଷେ ରକ୍ତଦାନ ଶିବିର ଅନୁଷ୍ଠିତ

ବେଗୁନିଆପଡା : ଖଲିକୋଟ ରାଣୀସାହେବା ତଥା ପୂର୍ବତନ ବିଧାୟିକା ଭି ସୁଜ୍ଞାନ କୁମାରୀ ଦେଓଙ୍କ ୮୬ ତମ ଜନ୍ମ ଦିବସ ଉପଲକ୍ଷେ ଏସ୍. ଛଚିନାସ୍ଥିତ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ପରିସରରେ ଓଡିଶା ମୋ ପରିବାର ଓ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ପକ୍ଷରୁ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନଙ୍କ ତତ୍ୱାବଧାନରେ ଆୟୋଜିତ ଏହି ରକ୍ତଦାନ ଶିବିରକୁ ରାଜ୍ୟ କାଜୁ ନିଗମ ଅଧକ୍ଷ ସୁବାସ ମହାରଣା ଆନୁଷ୍ଠାନିକ ଭାବେ ଉଦଘାଟନ […]

ଓଡିଶା

ସ୍ବର୍ଗତଃ ବିଜୁବାବୁଙ୍କ ଶ୍ରାଦ୍ଧ ଦିବସ ଅବସରରେ କାଳିମେଘିରେ ରକ୍ତଦାନ ଶିବିର ଅନୁଷ୍ଠିତ

ଗଞ୍ଜାମ : ପ୍ରବାଦ ପୁରୁଷ ତଥା ମହାନ ଜନନାୟକ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କ ୨୬ ତମ ତିରୋଧାନ ଦିବସ ଅବସରରେ ଗଞ୍ଜାମ ଜିଲ୍ଲା କୋଦଳା ନିକଟସ୍ଥ କାଳିମେଘି ପଞ୍ଚାୟତର କାଳିମେଘି ଜାଗିଲିପଦର ହାଇସ୍କୁଲରେ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ କାଳିମେଘି ସରପଞ୍ଚ ଅର୍ଚ୍ଚନା ତ୍ରୀପାଠୀ ଓ ସମାଜସେବୀ ବିଶ୍ବାମିତ୍ର ତ୍ରିପାଠୀଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ଆୟୋଜିତ ରକ୍ତଦାନ ଶିବିରକୁ କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ । ଏହି […]

ଓଡିଶା

ବ୍ରହ୍ମପୁର ଡାକମଣ୍ତଳ ଦ୍ବାରା ପ୍ରଥମଥର ପାଇଁ ସ୍ଵେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ

କେନ୍ଦ୍ର ସରକାରଙ୍କ “ଆଜାଦୀ କା ଅମୃତ ମହୋତ୍ସବ” କାର୍ଯ୍ୟକ୍ରମ ଆନୁକୁଲ୍ୟରେ “ସ୍ୱଚ୍ଛ ଭାରତ ପକ୍ଷ” ପାଳନ ଅବସରରେ ପୁରୁଣା ବସଷ୍ଟାଣ୍ଡ ସ୍ଥିତ ବ୍ରହ୍ମପୁରର ଡାକମଣ୍ତଳ କାର୍ଯ୍ୟାଳୟ ତରଫରୁ ଏକ ସ୍ବତନ୍ତ୍ର ସ୍ଵେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଭେଷଜ ମହାବିଦ୍ୟାଳୟ ଓ ହସ୍ପିଟାଲସ୍ଥିତ ବ୍ଲଡ଼୍ ବ୍ୟାଙ୍କ ଏବଂ ବ୍ରହ୍ମପୁର ଡାକମଣ୍ଡଳର ମିଳିତ ସହଯୋଗରେ ସ୍ଥାନୀୟ ପ୍ରଧାନ ଡାକଘର ପରିସରରେ ଅନୁଷ୍ଠିତ ଶିବିରରେ ସମୁଦାୟ ୩୦ ୟୁନିଟ ରକ୍ତ ସଂଗୃହୀତ ହୋଇଥିଲା । […]