ଓଡିଶା କଳା ସଂସ୍କୃତି

ଚନ୍ଦ୍ରଗ୍ରହଣ କାରଣରୁ ଭୋରୁ ଡଙ୍ଗା ଭସାଇଛନ୍ତି ଶ୍ରଦ୍ଧାଳୁ

ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା । ଏହା ସହିତ ଆଜି ହେଉଛି ଚଳିତ ବର୍ଷର ଶେଷ ଚନ୍ଦ୍ରଗହଣ । ଓଡ଼ିଶାର ଇତିହାସ ଓ ନୌବାଣିଜ୍ୟ ପରମ୍ପରାକୁ ମନେ ପକାଇ ପାଳନ କରାଯାଇଛି ବୋଇତ ବନ୍ଦାଣ । ଓଡ଼ିଆ ସାଧବ ପୁଅ ଇଣ୍ଡୋନେସିଆର ବାର୍ଲି, ଜାଭା ଓ ସୁମାତ୍ରାକୁ ବାଣିଜ୍ୟ ପାଇଁ ନୌଯାତ୍ରା କରୁଥିଲେ ।  ଏହି ପରମ୍ପରାକୁ ରୁଦ୍ଧିମନ୍ତ କରିବା ନିମନ୍ତେ ପ୍ରତିବର୍ଷ କାର୍ତ୍ତିକ ପୂର୍ଣ୍ଣିମାରେ ବୋଇତ ବନ୍ଦାଣ କରାଯାଇଥାଏ । ତେବେ ଆଜି ଚନ୍ଦ୍ରଗ୍ରହଣ ପଡ଼ୁଥିବାରୁ ହିନ୍ଦୁ […]