ଓଡିଶା

ଜଗତସିଂହପୁର ପୁସ୍ତକ ମେଳାର ରୌପ୍ୟ ଜୟନ୍ତୀ ସମାରୋହ ଉଦଘାଟିତ

ଜଗତସିଂହପୁର, ୧୬/୧ (ରୀତା ସାହୁ) : ଜଗତସିଂହପୁର ସାଂସ୍କୃତିକ ପରିଷଦ ଆନୁକୁଲ୍ୟରେ ଜଗତସିଂହପୁର ପୁସ୍ତକ ମେଳାର ରୌପ୍ୟ ଜୟନ୍ତୀ ସମାରୋହ – ୨୦୨୪ ବିଶିଷ୍ଟ ବାଗ୍ମୀ ଓ ଭାଷାତତ୍ୱବିତ୍ ପଦ୍ମଶ୍ରୀ ପଣ୍ଡିତ ଅନ୍ତର୍ଯ୍ୟାମୀ ମିଶ୍ରଙ୍କ କରକମଳରେ ଆନୁଷ୍ଠାନିକ ଭାବେ ଉଦଘାଟିତ ହୋଇଯାଇଛି । ସାଂସ୍କୃତିକ ପରିଷଦର ସଭାପତି ତଥା ଜିଲ୍ଲାପାଳ ପାରୁଲ ପଟାୱାରୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ସରକାରୀ ଦଳର ମୁଖ୍ୟ ସଚେତକ ତଥା ଜଗତସିଂହପୁର ବିଧାୟକ ପ୍ରଶାନ୍ତ କୁମାର ମୁଦୁଲି, ସାଂସଦ ଡଃ ରାଜଶ୍ରୀ ମଲ୍ଲୀକ, […]