ଓଡ଼ିଆ ଭାଷାରେ ବୈଷୟିକ ପାଠ୍ୟକ୍ରମ ଶିକ୍ଷାଦାନ ସଚେତନତା କାର୍ଯ୍ୟକ୍ରମ…
ଭୁବନେଶ୍ୱର, (ଏଫ୍ଟୁଏସ୍) : ଓଡ଼ିଆ ଭାଷାରେ ବୈଷୟିକ ପାଠ୍ୟକ୍ରମ ଶିକ୍ଷାଦାନ ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ଭୁବନେଶ୍ୱରସ୍ଥିତ କଲେଜ ଅଫ ଆଇଟି ଓ ମ୍ୟାନେଜମେଣ୍ଟ ଇଜୁକେଶନ ଠାରେ ଅନୁଷ୍ଠିତ ହୋଇଛି । ବିଜୁ ପଟ୍ଟନାୟକ ବୈଷୟିକ ବିଶ୍ୱବିଦ୍ୟାଳୟ ଦ୍ୱାରା ଆୟୋଜିତ ଏହି କାର୍ଯ୍ୟକ୍ରମରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ଶ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଓଡ଼ିଆ ଭାଷାର ଗାରିମା ଓ ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ । ଜ୍ଞାନ […]