ବିଜୁ ପଟ୍ଟନାୟକ ମହାବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ
ଜଗତସିଂହପୁର : ଜଗତସିଂହପୁର ଜିଲ୍ଲା ସଦର ବ୍ଳକ ଅନ୍ତର୍ଗତ ଆଶ୍ରମ ପାଟଣାସ୍ଥିତି ବିଜୁ ପଟ୍ଟନାୟକ ମହାବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । କଲେଜ ପରିଚାଳନା କମିଟିର ସଭାପତି ରମେଶ ଚନ୍ଦ୍ର ବେହେରାଙ୍କ ସଭାପତିତ୍ୱରେ ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ବିଧାୟକ ତଥା ସରକାରୀ ଦଳର ମୁଖ୍ୟ ସଚେତନ ପ୍ରଶାନ୍ତ କୁମାର ମୁଦୁଲି, ଜିଲ୍ଲା ପରିଷଦ ଅଧ୍ୟକ୍ଷ ମନୋଜ କୁମାର ଭୋଇ, ପଂଚାୟତ ସମିତି ଅଧ୍ୟକ୍ଷା କନକପ୍ରଭା ଲେଙ୍କା, କଲେଜର ଅଧ୍ୟକ୍ଷ ରବିନାରାୟଣ ରଥ, […]