ଓଡିଶା

ବ୍ରଜରାଜନଗର ଉପନିର୍ବାଚନ ପାଇଁ ଘୋଷଣା ହେଲା ଷ୍ଟାର ପ୍ରଚାରକ ତାଲିକା

ବ୍ରଜରାଜନଗର ଉପନିର୍ବାଚନ ପାଇଁ ଜମିବ ପ୍ରଚାର ମୈଦାନ । ଆଜି ହେଉଛି ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ । ଏହାପରେ ଚୂଡାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ । ବିଜେଡିରୁ ଅଳକା ମହାନ୍ତି, ବିଜେପିରୁ ରାଧାରାଣୀ ପଣ୍ଡା ଓ  କଂଗ୍ରେସରୁ କିଶୋର ପଟେଲ ନାମାଙ୍କନ ଦାଖଲ କରିଥିବାବେଳେ ତ୍ରିମୁଖୀ ଲଢେଇରେ କିଏ ବାଜିମାତ୍ କରିବ ତାକୁ ନେଇ ସମସ୍ତଙ୍କ ଅପେକ୍ଷା ।  ଅପରପକ୍ଷେ ମେ’ ୩୧ରେ ବ୍ରଜରାଜନଗର ପାଇଁ ଭୋଟ ଗ୍ରହଣ ହେବ । ଏବଂ ଜୁନ୍ […]