ସଫଳତାର ଶିରୋନାମା ମନୁ ଭାକର…
ପ୍ୟାରିସ୍ ଅଲିମ୍ପିକ୍ସରେ ଇତିହାସ ରଚିଲେ ଶୁଟର ମନୁ ଭାକର । ଲଗାତାର ଦୁଇଟି ମେଡାଲ ହାତେଇ ଦେଶ ପାଇଁ ଗୌରବ ଆଣିଛନ୍ତି ମନୁ । ଅଲିମ୍ପିକ୍ସର ଗୋଟିଏ ସଂସ୍କରଣରେ ଦୁଇଟି ପଦକ ଜିତିବାରେ ସେ ହେଉଛନ୍ତି ସ୍ୱାଧୀନ ଭାରତର ପ୍ରଥମ ଆଥଲେଟ୍ । ଏହାସହ ପ୍ରଥମ ମହିଳା କ୍ରୀଡ଼ାବିତ ଭାବେ ଗୋଟିଏ ଅଲିମ୍ପିକ୍ସରେ ଦୁଇଟି ପଦକ ଜିତିଛନ୍ତି ମନୁ । ୧୯୦୦ ଅଲିମ୍ପିକ୍ସରେ ବ୍ରିଟିଶ-ଇଣ୍ଡିଆନ୍ ଆଥଲେଟ୍ ନୋରମାନ ପ୍ରିଚାର୍ଡ ଦୁଇଟି ରୌପ୍ୟ ପଦକ ଜିତିଥିଲେ । ସେ ୨୦୦ ମିଟର […]