୨୬ରେ ପ୍ରକାଶ ପାଇବ ମାଟ୍ରିକ ଏବଂ ଯୁକ୍ତ ଦୁଇ ପରୀକ୍ଷା ଫଳ…
ମେ ୨୬ରେ ପ୍ରକାଶ ପାଇବ ମାଟ୍ରିକ ଏବଂ ଯୁକ୍ତ ଦୁଇ ପରୀକ୍ଷା ଫଳ । ୨୬ ତାରିଖ ସକାଳ ୧୦ଟା ୩୦ରେ ମାଟ୍ରିକ ରେଜଲ୍ଟ ପ୍ରକାଶ ପାଇବ । ୧୧ଟା ୩୦ରେ ବୋର୍ଡ ୱେବସାଇଟ www.bseodisha.ac.in ରେ ଲଗ୍ ଇନ୍ କରି ରେଜଲ୍ଟ ପାଇପାରିବେ ଛାତ୍ରଛାତ୍ରୀ । ଇଣ୍ଟରନେଟ୍ ସୁବିଧା ନ ଥିଲେ ଏସ୍ଏମ୍ଏସ୍ ଜରିଆରେ ବି ରେଜଲ୍ଟ ଜାଣିପାରିବେ ପରୀକ୍ଷାର୍ଥୀ । ମୋବାଇଲରେ OR10<>RollNo<> ଲେଖି ୫୬୭୬୭୫୦ ନମ୍ବରକୁ ଏସ୍ଏମ୍ଏସ୍ କରି ପଠାଇଲେ ରେଜଲ୍ଟ ମିଳିବ […]