ଓଡିଶା ଦେଶ ବିଦେଶ

ବଜେଟରେ ଓଡ଼ିଶାରେ ପର୍ଯ୍ୟଟନକୁ ବିଶେଷ ଗୁରୁତ୍ୱ…

ଚଳିତ ବଜେଟର ଓଡିଶାକୁ ଗୁରୁତ୍ୱ ଦିଆଯାଇଛି । ରାଜ୍ୟର ପ୍ରାକୃତିକ ସୌନ୍ଦର୍ଯ୍ୟକୁ ଗୁରୁତ୍ୱ ଦେଇଛନ୍ତି ମୋଦୀ ସରକାର । ମନ୍ଦିର, ବନ୍ୟଜନ୍ତୁ, ସାମୁଦ୍ରିକ ସମ୍ପଦ ପାଇଁ ଓଡ଼ିଶା ଜଣାଶୁଣା । ତେଣୁ ଓଡ଼ିଶାରେ ପର୍ଯ୍ୟଟନକୁ ବିଶେଷ ଗୁରୁତ୍ୱ ଦିଆଯିବ । ବିଶେଷ କରି ପ୍ରାକୃତିକ ଶୋଭାର ସମୃଦ୍ଧ ଓଡିଶାର ବନ୍ୟପ୍ରାଣୀ ଅଭୟାରଣ୍ୟ ଓ ବେଳାଭୂମି ଗୁଡିକ ପର୍ଯ୍ୟଟନର ମୁଖ୍ୟ ଆଧାର ହୋଇଥିବାରୁ ଏହାକୁ ବିଶେଷ ଗୁରୁତ୍ୱ ଦିଆଯିବ । ଏହାକୁ ବିଶ୍ୱର ଏକ ମୁଖ୍ୟ ପର୍ଯ୍ୟଟନ ଗନ୍ତବ୍ୟ ସ୍ଥଳ […]

ଦେଶ ବିଦେଶ

ସୁନା ଓ ରୁପା ଉପରୁ କଷ୍ଟମ ଡ୍ୟୁଟି ୬% ହ୍ରାସ…

୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଆଜି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ତାଙ୍କର ସପ୍ତମ ବଜେଟ ଉପସ୍ଥାପନ କରିଛନ୍ତି । ଆଗକୁ ବାହାଘର ସିଜିନ ଆସୁଥିବା ବେଳେ ସୁନା, ରୁପା, ପ୍ଲାଟିନମ ଉପରୁ କଷ୍ଟମ ଡ୍ୟୁଟି କମିବ । ସୁନା ଓ ରୁପା ଉପରୁ କଷ୍ଟମ ଡ୍ୟୁଟି ୬% ହ୍ରାସ ହେବ । ପ୍ଲାଟିନମ ଉପରୁ ମଧ୍ୟ କଷ୍ଟମ ଡ୍ୟୁଟି ୬.୪% ହ୍ରାସ କରାଯିବ । ସେହିପରି ମୋବାଇଲ ଫୋନ ଏବଂ ଚାର୍ଜର, ବ୍ୟାଟେରୀ ଶସ୍ତା କରିବାକୁ ଅର୍ଥମନ୍ତ୍ରୀ […]

ଦେଶ ବିଦେଶ

ବଢ଼ିଲା ମୁଦ୍ରା ଲୋନ୍‌ । ଦେଶରେ ଆଉ ୧୨ଟି ଇଣ୍ଡଷ୍ଟ୍ରିଆଲ ପାର୍କ ପ୍ରତିଷ୍ଠା…

ବଢ଼ିଲା ମୁଦ୍ରା ଲୋନ୍‌ । ଚଳିତ ବଜେଟରେ ମୁଦ୍ରା ଲୋନକୁ ୧୦ ଲକ୍ଷରୁ ୨୦ ଲକ୍ଷକୁ ବୃଦ୍ଧି କରିବାକୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଘୋଷଣା କରିଛନ୍ତି । ଧାର୍ଯ୍ୟ ସମୟରେ ପୈଠ କରିଥିବା ବ୍ୟକ୍ତି ଏହି ଲୋନ୍‌ ପାଇପାରିବେ ବୋଲି କହିଛନ୍ତି ଅର୍ଥମନ୍ତ୍ରୀ । ମୁଦ୍ରା ଲୋନ ଏକ ସରକାରୀ ଯୋଜନା । ଯେଉଁ ମାଧ୍ୟମରେ ଉଦ୍ଦ୍ୟୋଗୀମାନଙ୍କୁ ଋଣ ପ୍ରଦାନ କରାଯାଇଥାଏ । ଏହା ଅଧୀନରେ ୩ଟି ଶ୍ରେଣୀ ରହିଛି । ଶିଶୁ( ୫୦ ହଜାର ଟଙ୍କା), […]

ଦେଶ ବିଦେଶ

ବିହାର, ଆନ୍ଧ୍ର, ହିମାଚଳପ୍ରଦେଶ, ଉତ୍ତରାଖଣ୍ଡ ଏବଂ ସିକିମ ପାଇଁ ବିଶେଷ ଘୋଷଣା…

ବଜେଟ୍‌ ପେଡିରେ ବିହାର, ଆନ୍ଧ୍ର, ହିମାଚଳପ୍ରଦେଶ, ଉତ୍ତରାଖଣ୍ଡ ଏବଂ ସିକିମ ପାଇଁ ବିଶେଷ ଘୋଷଣା । ବିହାରରେ ନୂଆ ଏୟାରପୋର୍ଟ, ମେଡିକାଲ କଲେଜ ବିକାଶ ଅନୁଦାନ ମିଳିବ । ଆନ୍ଧ୍ରପ୍ରଦେଶ ପାଇଁ ବି ବିଶେଷ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ । ଆନ୍ଧ୍ରପ୍ରଦେଶକୁ ୧୫,୦୦୦ କୋଟି ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯିବ । ପୋଲାଭରମ ଆନ୍ଧ୍ରର ଜୀବନ ରେଖା । ତେଣୁ ପୋଲାଭରମ ପ୍ରକଳ୍ପ ଶୀଘ୍ର ସମାପ୍ତ ପାଇଁ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି ଅର୍ଥମନ୍ତ୍ରୀ । ଆନ୍ଧ୍ରପ୍ରଦେଶ […]

ଦେଶ ବିଦେଶ

ଚାଷୀଙ୍କ ପାଇଁ ପ୍ରତିଷ୍ଠା ହେବ ୧୦ ହଜାର ବାୟୋ ରିସର୍ଚ୍ଚ କେନ୍ଦ୍ର…

୨୦୨୪-୨୫ ବଜେଟରେ ଗରିବ, ମହିଳା, ଚାଷୀ ଏବଂ ଯୁବବର୍ଗଙ୍କୁ ଗୁରୁତ୍ବ । ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନଯୋଜନା ୫ ବର୍ଷ ବଢ଼ାଯାଇଛି । ୫ ବର୍ଷରେ ୪ କୋଟି ଯୁବବର୍ଗଙ୍କୁ ନିଯୁକ୍ତି, ସୁଦକ୍ଷ ପାଇଁ ଲକ୍ଷ ରଖାଯାଇଛି । ମୁଦ୍ରାସ୍ପିତୀ ୪ ପ୍ରତିଶତ ରଖିବାକୁ ଆକଳନ । ଶିକ୍ଷା, ରୋଜଗାର ଓ ଦକ୍ଷତା ବୃଦ୍ଧିକୁ ଗୁରୁତ୍ୱ । ନିଯୁକ୍ତି, ଶିକ୍ଷା ଓ ଦକ୍ଷତା ବିକାଶ ପାଇଁ ୧ ଲକ୍ଷ ୪୮ ହଜାର କୋଟି ବ୍ୟବସ୍ଥା । ଚାଷୀଙ୍କୁ […]