ଆଖି ବୁଜିଲେ ଥାନା ସମ୍ମୁଖରେ ଆତ୍ମାହୁତି କରିଥିବା ମହିଳା…
ସାଲେପୁର, (ଏଫ୍ଟୁଏସ୍/ ଅଭୟ ଜେନା) : ମାହାଙ୍ଗା ଥାନା ସମୁଖରେ ଆତ୍ମାହୁତି କରିଥିବା ମହିଳାଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ । ମୃତ ମହିଳା ଜଣଙ୍କ ହେଉଛି ରଶ୍ମିତା ଦାସ । ଆତ୍ମାହୁତି ଉଦ୍ୟମ ପରେ ରଶ୍ମିତା ଗୁରୁତର ହୋଇ କଟକ ଏସ୍ସିବି ମେଡିକାଲ୍ରେ ଚିକିତ୍ସାଧନ ଥିଲେ । ଡାକ୍ତରୀ ଟିମର ସବୁ ପ୍ରକାରର ଉଦ୍ୟମ ସତ୍ତ୍ୱେ ଆଜି ସେ ପ୍ରାଣ ହରାଇଛନ୍ତି । ସୂଚନା ଯୋଗ୍ୟ, ଗତ ୧୬ ତାରିଖରେ ମାହାଙ୍ଗା ଥାନା ସମ୍ମୁଖରେ ପେଟ୍ରୋଲ ଢାଳି […]