ଆସନ୍ତା ୨୯ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେଉଛି ବିଜନେସ୍ କାର୍ନିଭାଲ୍
ଭୁବନେଶ୍ୱର : ଆସନ୍ତା ୨୯ ତାରିଖରେ ଶେଷ ହେବ ଆଇଟି ଆଣ୍ଡ ସଫ୍ଟୱେର, ଏଡୁକେସନ ଆଣ୍ଡ ହେଲଥ୍ ଉପରେ ଆୟୋଜିତ କର୍ମଶାଳା । ପ୍ରତିଦିନ ସନ୍ଧ୍ୟାରେ ଉପସ୍ଥିତ ଜନତାଙ୍କୁ ଆକର୍ଷିତ କରିବା ପାଇଁ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହେବା ସହିତ ଓପନ୍ କିଚେନ୍ ଆଣ୍ଡ ବାର୍ ଦ୍ୱାରା ଏକ ଫୁଡ୍ ଜୋନ୍ର ବ୍ୟବସ୍ଥା କରାଯାଇଛି । ଯଦ୍ୱାରା ସମସ୍ତେ ସ୍ୱାଦିଷ୍ଟ ଏବଂ ସୁସ୍ଥକର ଖାଦ୍ୟ ଉପଭୋଗ କରିପାରିବେ । ସ୍ଥାନୀୟ ଜନତା ମଇଦାନରେ ଗୁପ୍ତା ଇଭେନ୍ଟସ୍ ମ୍ୟାନେଜମେନ୍ଟ […]