ମେ ୪ରୁ ୫ ଦିନିଆ ‘ମହିଳା ବାଣିଜ୍ୟ ମେଳା-୨୨’ର
ଇଣ୍ଡିଆନ ଚାମ୍ବର ଅଫ୍ କମର୍ସ ମହିଳା ଉଦ୍ୟୋଗୀ ପରିଷଦ ଓଡିଶା ପକ୍ଷରୁ ମହିଳା ଉଦ୍ୟୋଗୀଙ୍କ ବାଣିଜ୍ୟ ମେଳା ସମ୍ପର୍କରେ ଘୋଷଣା କରାଯାଇଛି । ଓଡିଶାରେ ପ୍ରଥମ ଥର ପାଇଁ ମହିଳା ଶିଳ୍ପୋଦ୍ୟୋଗୀମାନଙ୍କଦ୍ବାରା ଏକ ୫ ଦିନିଆ ‘ମହିଳା ବାଣିଜ୍ୟ ମେଳା-୨୨’ର ଆୟୋଜନ କରାଯାଉଛି । ମେ ୪ରୁ ୮ ତାରିଖ ପର୍ଯ୍ୟନ୍ତ ଏହି ମେଳା ଭୁବନେଶ୍ବରସ୍ଥିତ ଜନତା ମଇଦାନରେ ଅନୁଷ୍ଠିତ ହେବ ବୋଲି ଆୟୋଜକଙ୍କ ପକ୍ଷରୁ ସୂଚନା ମିଳିଛି । ଆଇଡବ୍ଲୁଇସି ଓଡିଶା, ଭାରତର ଏକ ସକ୍ରିୟ […]