ଓଡିଶା

ବ୍ରେନ୍ ଏବଂ ମେରୁଦଣ୍ଡ ରୋଗର ସଫଳ ଚିକିତ୍ସା କରିବାରେ ସଫଳ କେୟାର ହସ୍ପିଟାଲ…

ଭୁବନେଶ୍ୱର : କେୟାର ହସ୍ପିଟାଲ ପକ୍ଷରୁ ସ୍ନାୟୁରୋଗ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ପାଇଁ ଏକ କର୍ମଶାଳାର ଆୟୋଜିତ ହୋଇଯାଇଛି । ଏଥିରେ ବିଭିନ୍ନ ପ୍ରକାର ସ୍ନାୟୁରୋଗରେ ଅକ୍ରାନ୍ତ ହୋଇ କେୟାର ହସ୍ପିଟାଲରେ ସଫଳତାର ସହିତ ଚିକିତ୍ସା ହୋଇଥିବା ରୋଗୀ ଓ ତାଙ୍କ ପରିବାର ସଦସ୍ୟ ମାନେ ଭାଗ ନେଇଥିଲେ । ରୋଗୀ ଓ ଡାକ୍ତରଙ୍କ ମଧ୍ୟରେ ଏକ ସୁସର୍ମ୍ପକ ସୃଷ୍ଟି କରିବା ଉଦେ୍ଦଶ୍ୟରେ ଆୟୋଜିତ ଏହି କର୍ମଶାଳାରେ କେୟାର ହସ୍ପିଟାଲର ବରିଷ୍ଠ ନୁ୍ୟରୋସର୍ଜନ ଡାକ୍ତର ସୁଶାନ୍ତ […]