ଓଡିଶା

ଦୁଇ ଦିନିଆ କେନ୍ଦ୍ରୀୟ ଯୋଜନା ସଚେତନତା କାର୍ଯ୍ୟକ୍ରମ ଉଦଯାପିତ…

ପାରଳାଖେମୁଣ୍ଡି : ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅନ୍ତର୍ଗତ କେନ୍ଦ୍ରୀୟ ସଂଚାର କାର୍ଯ୍ୟାଳୟ ବ୍ରହ୍ମପୁର ଶାଖା ତରଫରୁ ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡି ସହରରେ ଚାଲିଥିବା କେନ୍ଦ୍ର ସରକାରଙ୍କ ୯ ବର୍ଷର ସେବା, ସୁଶାସନ ଓ ଗରିବ କଲ୍ୟାଣ ଯୋଜନା ଏବଂ ପରିବେଶ ସୁରକ୍ଷା ସମ୍ବନ୍ଧୀୟ ମିଶନ ଲାଇଫ୍ ଶୀର୍ଷକ ଏକ ଜନ ସଚେତନତା ଓ ଫଟୋ ଚିତ୍ର ପ୍ରଦର୍ଶନୀ କାର୍ଯ୍ୟକ୍ରମ ସଫଳତାର ସହ ଉଦଯାପିତ ହୋଇଯାଇଛି । କାର୍ଯ୍ୟକ୍ରମର ପ୍ରଥମ ଦିନରେ […]

ଓଡିଶା

କାଲି ଟ୍ରାକରେ ଗଡିବ ବନ୍ଦେ ଭାରତ ଏକ୍ସପ୍ରେସ୍

ପୁରୀ : ଆସନ୍ତାକାଲିଠାରୁ ଅର୍ଥାତ୍ ଚଳିତ ମେ ମାସ ୧୮ରୁ ପୁରୀରୁ ହାୱଡା ଅଭିମୁଖେ ଗଡ଼ିବ ବହୁ ପ୍ରତୀକ୍ଷିତ ବନ୍ଦେ ଭାରତ ଏକ୍ସପ୍ରେସ୍ । ଭର୍ଚୁଆଲ ମୋଡରେ ଏହି ସେମି ହାଇସ୍ପିଡ୍ ଟ୍ରେନର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସେଥିଲାଗି ପୁରୀ ରେଳ ଷ୍ଟେସନ ସମ୍ପୂର୍ଣ୍ଣ ପ୍ରସ୍ତୁତ ହୋଇଛି । ରେଳ ଟ୍ରାକକୁ ରଙ୍ଗ କରାଯାଉଛି । ବନ୍ଦେ ଭାରତ ଶୁଭାରମ୍ଭ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସମେତ ଓଡ଼ିଶାର […]

ଦେଶ ବିଦେଶ

କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ବଡ ଉପହାର, ମହଙ୍ଗା ଭତ୍ତାକୁ ୩ ପ୍ରତିଶତ ବୃଦ୍ଧି

କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ବଡ ଉପହାର ଘୋଷଣା କରିଛନ୍ତି ମୋଦି ସରକାର । ନୂଆ ଆର୍ଥିକ ବର୍ଷ ଆରମ୍ଭ ନ ହେବା ପୂର୍ବରୁ କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତାକୁ ୩ ପ୍ରତିଶତ ବୃଦ୍ଧି କରିଛନ୍ତି ମୋଦି ସରକାର । ଏ ନେଇ କେନ୍ଦ୍ରୀୟ ମନ୍ତ୍ରୀମଣ୍ଡଳରେ ଚୂଡାନ୍ତ ନିଷ୍ପତ୍ତି ନିଆଯାଇଛି । ଯାହାର ଲାଭ କେନ୍ଦ୍ରୀୟ କର୍ମଚାରୀମାନଙ୍କୁ ୧ ଜାନୁଆରୀ ୨୦୨୨ରୁ ମିଳିବ । ତେବେ ସୂଚନାଯୋଗ୍ୟ ଯେ, ପୂର୍ବରୁ କେନ୍ଦ୍ରୀୟ କର୍ମଚାରୀଙ୍କୁ ମହଙ୍ଗା ଭତ୍ତା ବାବଦରେ ୩୧ […]