କଟକ ସଦର ବିଧାୟକଙ୍କୁ କୃତଜ୍ଞତା ଜଣାଇଲେ ଅଂଚଳବାସୀ…
ନିଶ୍ଚିନ୍ତକୋଇଲି, ୦୬/୧୨ (ଅଭୟ ଜେନା) : କଟକ ସଦର ନିର୍ବାଚନ ମଣ୍ଡଳୀ ନିଶ୍ଚିନ୍ତକୋଇଲି ବ୍ଲକ ଅନ୍ତର୍ଗତ ନଦୀବନ୍ଧ ରାସ୍ତା ତଥା ନଦୀଉପରେ ସ୍ଥାୟୀ ସେତୁ ନିର୍ମାଣ ପାଇଁ ବହୁକୋଟି ଟଙ୍କାର ଅନୁଦାନ ମଂଜୁର ହୋଇଥିବାରୁ ନିର୍ବାଚନ ମଣ୍ଡଳୀରେ ଆନନ୍ଦ ପ୍ରକାଶ ପାଇଛି । ମହାନଦୀ ଉପରେ ସିର୍ଲୋ ସାହୁକ୍ଷେତ ସେତୁ ନିର୍ମାଣ ପାଇଁ ୧୪୪କୋଟି ୧୦ଲକ୍ଷ ଟଙ୍କା, ଚିତ୍ରୋତ୍ପଳା ନଦୀ ଉପରେ ବ୍ରାହ୍ମଣଖଣ୍ଡ ସାହୁକ୍ଷେତ ସେତୁ ନିର୍ମାଣ ପାଇଁ ୩୫କୋଟି ୮୨ଲକ୍ଷ ୮୫ହଜାର ଟଙ୍କା, ସେହିପରି ଚିତ୍ରୋତ୍ପଳା […]