ଓଡିଶା

ପିଏମଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟରେ ଜାତୀୟ ମହାକାଶ ଦିବସ ପାଳିତ…

ଗଜପତି, (ଏଫ୍ଟୁଏସ୍/ ବିବେକାନନ୍ଦ ବେହେରା) : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଉପଖଣ୍ଡ ବେତାଗୁଡ଼ା ସ୍ଥିତ ପିଏମଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟରେ “ଜାତୀୟ ମହାକାଶ ଦିବସ” ପାଳନ ଅବସରରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଗତବର୍ଷ ଅଗଷ୍ଟ ୨୩ ରେ ଚନ୍ଦ୍ରର ଦକ୍ଷିଣ ମେରୁରେ ଭାରତର ଚନ୍ଦ୍ରଯାନ-୩ ପହଞ୍ଚିଥିଲା । ଏହା ଭାରତୀୟ ମହାକାଶ ଇତିହାସର ଏକ ସ୍ୱର୍ଣ୍ଣିମ ଦିବସ ଥିଲା । ତେଣୁ ଏହି ଦିନରେ ପ୍ରତିବର୍ଷ ରାଷ୍ଟ୍ରୀୟ ମହାକାଶ ଦିବସ ଭାବେ ପାଳନ […]

ଓଡିଶା

ଓଡିଶା ମହାକାଶ ଉପଯୋଗ କେନ୍ଦ୍ରରେ ଜାତୀୟ ମହାକାଶ ଦିବସ ପାଳିତ…

ଭୁବନେଶ୍ୱର, (ଏଫ୍ଟୁଏସ୍) : ଓଡିଶା ମହାକାଶ ଉପଯୋଗ କେନ୍ଦ୍ରରେ ଜାତୀୟ ମହାକାଶ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ବିଜ୍ଞାନ ଓ ବୈଷୟିକ ବିଭାଗ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏହି ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ମହାକାଶଇପେଯାଗ କେନ୍ଦ୍ରର ବିଭିନ୍ନ ଭୂମିକା ଉପରେ ଆଲୋକପାତ କରିଥିଲେ । କାର୍ଯ୍ୟକ୍ରମରେ ବିଜ୍ଞାନ ଓ ବୈଷୟିକ ବିଭାଗ ପ୍ରମୁଖ ସଚିବ ଶ୍ରାମତୀ ଚିତ୍ରା ଅରୁମୁଗମ ଚଳିତ ବର୍ଷର ଶୀର୍ଷକ ‘ଚନ୍ଦ୍ରକୁ ଛୁଇଁବାବେଳେ ଜୀବନକୁ ଛୁଇଁବା: ଭାରତର ମହାକାଶ […]

ଟ୍ରେଣ୍ଟିଂ ଦେଶ ବିଦେଶ

ଅଗଷ୍ଟ ୨୩ କିମ୍ବା ୨୪ ତାରିଖରେ ଚନ୍ଦ୍ରଯାନ-୩ ଚନ୍ଦ୍ରପୃଷ୍ଠ ଛୁଇଁବା ନେଇ ବୈଜ୍ଞାନିକଙ୍କ ଆକଳନ…

ଆନ୍ଧ୍ରପ୍ରଦେଶ : ଇତିହାସ ରଚିଲା ଭାରତ । ଚନ୍ଦ୍ରପୃଷ୍ଠକୁ ଉତକ୍ଷେପଣ ହେଲା ଚନ୍ଦ୍ରଯାନ-୩  । ଇସ୍ରୋର ବହୁ ପ୍ରତୀକ୍ଷିତ ମିଶନ୍ ମୁନ୍ ଆଜି ସଫଳ ହୋଇଛି । ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟା ସତୀଶ ଧାବନ ଦ୍ୱିତୀୟ ଲଞ୍ଚ ପ୍ୟାଡରୁ ରକେଟର ଉତକ୍ଷେପଣ କରାଯାଇଛି । ପୂର୍ବ ନିର୍ଦ୍ଧାରିତ ସମୟ ଅନୁସାରେ ଦିନ ୨ଟା ୩୫ ମିନିଟରେ ଚନ୍ଦ୍ର ଅଭିମୁଖେ LVM3-M4 ରକେଟ୍ ଯୋଗେ ଉଡାଣ ଭରିଛି ଚନ୍ଦ୍ରଯାନ-୩ ।  ଚନ୍ଦ୍ରଯାନ-୩କୁ ଚନ୍ଦ୍ରରେ ପହଞ୍ଚିବାକୁ ପାଖାପାଖି ମାସେ ସମୟ ଲାଗିବ […]