ସ୍ୱାଧୀନତା ସଂଗ୍ରାମୀ ଭଗବତ ସିଂହଙ୍କ ଗାଁରେ ଶପଥ ନେବେ ପଞ୍ଜାବର ନୂଆ ମୁଖ୍ୟମନ୍ତ୍ରୀ !
ପଞ୍ଜାବ ବିଧାନସଭା ନିର୍ବାଚନ ଫଳାଫଳ ପରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି କଂଗ୍ରେସ ନେତା ଚରଣଜିତ ସିଂହ ଚନ୍ନି । ଆଜି ସେ ମଧ୍ୟାହ୍ନ ସମୟରେ ରାଜ୍ୟପାଳଙ୍କୁ ଭେଟି ନିଜର ଇସ୍ତଫାପତ୍ର ପ୍ରଦାନ କରିଛନ୍ତି । ପଞ୍ଜାବ ବିଧାନସଭା ନିର୍ବାଚନରେ ଆମ ଆଦମୀ ପାର୍ଟି ୯୨ଟି ଆସନ ଜିତିଥିବା ବେଳେ କଂଗ୍ରେସ ମାତ୍ର ୧୮ଟି ଆସନ ଜିତିବାକୁ ସକ୍ଷମ ହୋଇଥିଲା । ଏପରି କି ଚନ୍ନି ଦୁଇଟି ଆସନରୁ ନିର୍ବାଚନ ଲଢ଼ିଥିଲେ ମଧ୍ୟ ଗୋଟିଏରେ ବି ଜିତି […]