ଛତିଶଗଡରେ ସରିଲା ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍ ଗ୍ରହଣ
ରାୟପୁର, ୧୭/୧୧ : ଛତିଶଗଡର ୭୦ଟି ବିଧାନସଭା ଆସନ ପାଇଁ ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ଚାଲିଛି । ସକାଳ ୮ଟାରୁ ଦ୍ୱିତୀୟ ପର୍ଯ୍ୟାୟରେ ମତଦାନ ଆରମ୍ଭ ହୋଇଛି । ନିର୍ବାଚନରେ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲ, ଉପମୁଖ୍ୟମନ୍ତ୍ରୀ, ରାଜ୍ୟର ୮ ମନ୍ତ୍ରୀ ଓ ୪ ସାଂସଦଙ୍କ ସମେତ ମୋଟ ୯୫୮ ଜଣ ପ୍ରାର୍ଥୀଙ୍କର ରାଜନୈତିକ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ୧ କୋଟି ୬୩ ଲକ୍ଷ ୧୪ ହଜାର ୪୭ ଜଣ ଭୋଟର । ଏଥିପାଇଁ ୧୮ […]