ଓଡିଶା

ଶିଶୁ ଶ୍ରମିକ ଏବଂ ଶିଶୁ ଭିକ୍ଷୁକ ମୁକ୍ତ ହେବ ଗଜପତି ଜିଲ୍ଲା…

ଗଜପତି, (ଏଫ୍ଟୁଏସ୍/ ବିବେକାନନ୍ଦ ବେହେରା) : ଜରି ଏବଂ ବୋତଲ ଗୋଟାଇ ପେଟ ପୋଷୁଥିବା ଶିଶୁଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ । ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ପାରଳାଖେମୁଣ୍ଡି ସହରକୁ କିପରି ଶିଶୁ ଶ୍ରମିକ ଏବଂ ଶିଶୁ ଭିକ୍ଷୁକ ମୁକ୍ତ କରାଯିବ ସେଥିପ୍ରତି ଯଥେଷ୍ଟ ଧ୍ୟାନ ଦିଆଯାଉଛି । ଏ ନେଇ ଜିଲ୍ଲା ଶିଶୁସୁରକ୍ଷା ଅଧିକାରୀଙ୍କ ନେତୃତ୍ୱରେ ଏକ ଦଳ, ଗତ କିଛି ଦିନ ହେଲା ସହରର ପ୍ରତି କୋଣ ଅନୁକୋଣରେ ଅନୁଧ୍ୟାନ କରୁଛନ୍ତି । ଏହି ସମୟରେ କଲେଜ […]