ଓଡିଶା

ଶିଶୁ ଶ୍ରମିକ ନିରାକରଣ ନିମନ୍ତେ ଜିଲ୍ଲାସ୍ତରୀୟ ସଚେତନତା ବୈଠକ  

ଗଜପତି, ୨୯/୬ : ଗଜପତି ଜିଲ୍ଲା ପ୍ରଶାସନ ଓ ଶ୍ରମ ବିଭାଗ କାର୍ଯ୍ୟାଳୟ ପକ୍ଷରୁ ଜିଲ୍ଲା ପଞ୍ଚାୟତ ସାଧନ କେନ୍ଦ୍ର ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ ଶିଶୁ ଶ୍ରମିକ ଉଚ୍ଛେଦ ଓ କିଶୋର ଶ୍ରମିକମାନଙ୍କ ବିପଦ ସଙ୍କୁଳ କାର୍ଯ୍ୟରେ ନିରାକରଣ ନିମନ୍ତେ ଏକ ସଚେତନତା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ  ଜିଲ୍ଲାପାଳ  ସ୍ମୃତି ରଞ୍ଜନ ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଡ଼.ଗୁଣନିଧି ନାୟକ, ମୁଖ୍ୟ ଉନ୍ନୟନ ଅଧିକାରୀ […]