ଓଡିଶା

ଜନତାଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ…

ବ୍ୟୁରୋ ରିପୋର୍ଟ, ୨୯/୬ : ଜୁଲାଇ ୧ ତାରିଖରୁ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି । ଏ ନେଇ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ବିଭାଗ ପକ୍ଷରୁ କୁହାଯାଇଛି, ଆସନ୍ତା ଜୁଲାଇ ପହିଲା ଦିନ ୧୧ଟାରୁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନସାଧାରଣଙ୍କର ବିଭିନ୍ନ ଅଭିଯୋଗର ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ସମୟରେ ମୁଖ୍ୟମନ୍ତ୍ରୀ କେଉଁଠି ବସିବେ, କେଉଁ ସ୍ଥାନରେ ଲୋକଙ୍କ […]